ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି କୁନିକୁନି ପିଲା

କେନ୍ଦୁଝର, ୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରାମାଞ୍ଚଳରେ ରାସ୍ତାଘାଟ ସମସ୍ୟା ଯୋଗୁ କୁନିକୁନି ପିଲା ପାଣିରେ ପଶି ବିପଦପୂର୍ଣ୍ଣ ଅବସ୍ଥାରେ ସ୍କୁଲ ଯିବାଆସିବା କରୁଥିବା ଦେଖିବାକୁ ମିଳୁଛି। ତେବେ ସହରର ୮ ନମ୍ବର ୱାର୍ଡର ଭାଲୁକିପତଲା ସାହିରେ ଥିବା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଥିବା ଆଲୋଚ୍ୟର ବିଷୟ ହୋଇଛି। ବର୍ଷା ହେଲେ ରାସ୍ତାରେ ପାଣି ପ୍ରବାହିତ ହେଉଛି। ଅନେକ ସମୟରେ ସ୍କୁଲର ପ୍ରଧାନଶିକ୍ଷକ ଓ ସହକାରୀ ଶିକ୍ଷକ ପାଣି ଘେରରେ ପିଲାଙ୍କୁ ନେବାଆଣିବା କରିଥାନ୍ତି। ଜଳ ସ୍ରୋତ ପ୍ରବାହିତ ଅଞ୍ଚଳ ଜବରଦଖଲ ହୋଇଯାଇଥିବାରୁ ଏଭଳି ସମସ୍ୟା ସୃଷ୍ଟି ହେଉଛି। ବାହୁଟିଆ ନାଳ ଜବରଦଖଲ ହୋଇଥିବାରୁ ଏହି ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ବହୁଛି। ଏ ନେଇ ପୌରପାଳିକାକୁ ସ୍ଥାନୀୟ ଲୋକେ ଜଣାଇଥିଲେ ମଧ୍ୟ କେହି ଶୁଣୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri