ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି, ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ ଏହି ଯନ୍ତ୍ରଣାରୁ ରକ୍ଷାପାଇବାକୁ ଔଷଧ ସେବନ କରିବାକୁ ପଡ଼ିଥାଏ ଏଥିରେ ଉପଶମ ନ ହେଲେ ଅସ୍ତ୍ରୋପଚାର ଶେଷ ରାସ୍ତା ଥାଏ। ତେବେ ଜାଣି ଆଚମ୍ବିତ ହେବେ, ଏଭଳି ମାରାମତ୍କ ଯନ୍ତ୍ରଣାର ଉପଶମ ଔଷଧ ଉପାୟ ଘର ଭିତରେ ରହିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ମେଥି ଶାଗ ଗଣ୍ଠି ଯନ୍ତ୍ରଣାରୁ ଲାଘବ ଦେବାରେ ବେଶ୍‌ ସହାୟକ ହୋଇଥାଏ। ମେଥି ଶାଗରେ ପ୍ରୋଟିନ୍‌, ଫାଇବର୍‌ ଏବଂ ଆଇରନ୍‌ ପ୍ରଚୁର ମାତ୍ରାରେ ମିଳିଥାଏ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମେଟରୀ ଗୁଣ ଶରୀରର ବିଭିନ୍ନ ଯନ୍ତ୍ରଣା  ଦୂର କରିଥାଏ। ମେଥି ଶାଗରେ ଆଣ୍ଟିି ଅକ୍ସିଡାଣ୍ଟ୍‌ ଭରପୂର୍‌ ଥାଏ। ଏହାଛଡ଼ା ମେଥି ଦାନାରେ ପେଟ୍ରୋଲିୟମ୍‌ ଇଥର ଏକ୍ସଟ୍ରାକ୍ଟ ନାମକ ଯୌଗିକ ରହିଥାଏ, ଯେଉଁଥିରେ ମୁଖ୍ୟ ରୂପରେ ଲିନୋଲିକ୍‌ ଏସିଡ୍‌ ଏବଂ ଲିନୋଲେନିକ୍‌ ଏସିଡ୍‌ ସାମିଲ ଥାଏ। ଏହାର ସେବନ ଦ୍ୱାରା ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ହେଉଥିବା ଅସହନୀୟ ଯନ୍ତ୍ରଣାରୁ ଉପଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri