ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ମୋଟାପଣ ଓ କୋଲେଷ୍ଟୋରଲ୍‌ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍‌ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ ମୁକ୍ତ ରଖିବ। ଏବେ ମନରେ ପ୍ରଶ୍ନ ଉଠୁଥିବ ‘ହ୍ବାଇଟ୍‌ ଟି’ ପ୍ରକୃତରେ କ’ଣ? ଗ୍ରୀନ୍‌ ଟି ଉପତ୍ାଦନ ହେଉଥିବା ଗଛରୁ ହଁି ହ୍ବାଇଟ୍‌ ଟି’ ଆସିଥାଏ। କିନ୍ତୁ ଗ୍ରୀନ୍‌ ଟି ତୁଳନାରେ ହ୍ବାଇଟ୍‌ ଟି’ ବିଶେଷଭାବେ ଲାଭଦାୟକ। ଏହା ଚାରୋଟି ନମୁନାରେ ଉପଲବ୍ଧ ହୋଇଥାଏ, ସିଲୋନ୍‌, ଆଫ୍ରିକାନ୍‌, ଦାର୍ଜିଲିଙ୍ଗ୍‌ ଏବଂ ଆସାମ। ଏହି ଚା’ ଦୁର୍ଲଭ ହେବା ସାଙ୍ଗକୁ ମହଙ୍ଗା ମଧ୍ୟ। ଏଥିରେ ପ୍ରଚୁର ପରିମାଣରେ ଆଣ୍ଟିଅକ୍ସିଡାଣ୍ଟ ତତ୍ତ୍ୱ ରହିଛି, ଯାହା କୋଲେଷ୍ଟୋରଲ୍‌କୁ କମ୍‌ କରିବାରେ ସହାୟକ ହୋଇଥାଏ। ଏହାସହ ଆଣ୍ଠୁଗଣ୍ଠି ଯନ୍ତ୍ରଣା, କ୍ୟାନ୍‌ସର୍‌, କେଶ ଝଡ଼ିବା ସମସ୍ୟା, ରୂପି ସମସ୍ୟା ଏବଂ ରକ୍ତହୀନତା ସମସ୍ୟାରୁ ରକ୍ଷା କରିଥାଏ। ରକ୍ତ ସଞ୍ଚାଳନରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ଅନ୍ୟ ଚା’ ତୁଳନାରେ ହ୍ବାଇଟ୍‌ ଟି’ରେ କମ୍‌ ମାତ୍ରାର କଫିନ୍‌ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri