ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ

ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼ ସ୍ଥାନ ମାନଙ୍କର ସମସ୍ୟାକୁୁ ଦୂର କରିବାରେ ସହାୟକ ହୋଇଥାଏ। ଯେଉଁ ଲୋକମାନଙ୍କର ଦୀର୍ଘଦିନରୁ କାନ୍ଧରେ ଯନ୍ତ୍ରଣା କିମ୍ବା ଅଙ୍ଗ ପ୍ରତ୍ୟଙ୍ଗରେ ଅସୁବିଧା ଥିବ। ସେମାନେ ଏହି ଆସନ କରିବା ଉଚିତ୍‌।
କେମିତି କରିବେ ଏହି ଯୋଗ
ପ୍ରଥମେ ଭୂମିରେ ଶୁଅନ୍ତୁ ଓ ପାଦକୁ ଯୋଡ଼ି ଦିଅନ୍ତୁ। ଶରୀରକୁ ସିଧା ରଖନ୍ତୁ ଓ ହାତକୁ ଭୂମିରେ ସ୍ପର୍ଶ କରି ରଖନ୍ତୁ।
ଏବେ ହାତକୁ ଭୂମିରେ ଆପଣଙ୍କ ଅଣ୍ଟା ପାଖରେ ଲଗେଇ ରଖନ୍ତୁ। ମୁହଁ ଉପରକୁ କରନ୍ତୁ।
ଏବେ ଦୁଇ ପାଦକୁ ଧୀରେ ଧୀରେ ଉପରକୁ ଉଠାନ୍ତୁ। ଏହି ପ୍ରକ୍ରିୟା କରିବା ବେଳେ ପେଟକୁ ସଂକୁଚିତ କରନ୍ତୁ ଓ ନିଶ୍ୱାସକୁ ଭିତରକୁ ନିଅନ୍ତୁ।
ଦୁଇ ପାଦକୁ ମୁଣ୍ଡର ପଛ ପାଖକୁ ଲଗେଇବାକୁ ଚେଷ୍ଟା କରନ୍ତୁ।
ହଳାସନର ପୁରା ସ୍ଥିତକୁ ଆସିବା ପରେ ୧୦ରୁ ୧୨ ସେକେଣ୍ଡ ପର୍ଯ୍ୟନ୍ତ ଏହି ଏକା ସ୍ଥିତିରେ ରୁହନ୍ତୁ ନିଶ୍ୱାସ ସ୍ବାଭାବିକ ଭାବରେ ନିଅନ୍ତୁ।
ପୁଣି ପୂର୍ବାବସ୍ଥାକୁ ଆସିବା ପାଇଁ ହେଲେ ଆଣ୍ଠୁକୁ ବିନା ମୋଡ଼ି ବେକ ଓ କାନ୍ଧରେ ଜୋର ଦେଇ ଧୀରେ ଧୀରେ ପୁନଃ ନିଜ ସ୍ଥିତିକୁ ଆସନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri