Posted inଜାତୀୟ

ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା

ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି।
ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍‌ଲିପୁର ଠାରୁ ୧୧୦ କିଲୋମିଟର ଉତ୍ତର-ପଶ୍ଚିମ ଦିଗରେ.୧୭ରେ ଏକ ଭୂକମ୍ପ ଘଟିଛି। ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀ-ଏନସିଆରରେ ଗତ ୪୫ ଦିନ ମଧ୍ୟରେ ୧୪ ଥର ଭୂକମ୍ପ ଅନୁଭୂତ ହୋଇଛି। ରାଜଧାନୀ ଦିଲ୍ଲୀ-ଏନସିଆର, ଜାମ୍ମୁ କାଶ୍ମୀର, ଝାଡଖଣ୍ଡ ସମେତ ଦେଶର ଅନେକ ରାଜ୍ୟରେ ଭୂକମ୍ପ ସୃଷ୍ଟି ହୋଇଥିଲା। ଅବଶ୍ୟ ଅଧିକାଂଶ ସ୍ଥାନରେ ଭୂକମ୍ପର ତୀବ୍ରତା ଏତେ ଅଧିକ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri