ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ୨୩ ମାମଲା ଦାଏର କଲା ପାକିସ୍ତାନ

ଇସଲାମାବାଦ୍‌,୪।୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ପାକିସ୍ତାନ ସରକାର ୨୩ଟି ମାମଲା ଦାଏର କରିଛନ୍ତି। ଏସବୁ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅନ୍ତର୍ଗତ ଦାଏର ହୋଇଥିବା କୁହାଯାଉଛି। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ୫ଟି ସଂସ୍ଥା ଦ୍ୱାରା ୧୨ ଥର ଏପରି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ପାକିସ୍ତାନ ଆତଙ୍କବାଦ ନିରୋଧକ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଆତଙ୍କବାଦରେ ଅଙ୍କୁଶ ଲଗାଇବା ପାଇଁ ପାକିସ୍ତାନ ସରକାରଙ୍କ ଉପରେ ଅନ୍ତର୍ଜାତୀୟ ଚାପ ପଡ଼ିବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri