Posted inଜାତୀୟ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ଗିରଫ

ଲକ୍ଷ୍ନୌ,୧୨ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣରେ ସମ୍ପୃକ୍ତି ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଉମେଦ୍‌ ଅଲି, ସଞ୍ଜୟ ଅଗ୍ରଓ୍ବାଲ, ସମୀର ସଲ୍‌ମାନି ଓ ଐରାଜ୍‌ ଅଲି। ଗୁରୁବାର ରାତିରେ ଲକ୍ଷ୍ମୀପୁର ଜିଲା ନିଘାସନ ଅଞ୍ଚଳରୁ ସେମାନଙ୍କୁ ଗିରଫ କରାଯାଇଥିବା ଉତ୍ତରପ୍ରଦେଶ ପୋଲିସ ଡିଜି ଓ.ପି. ସିଂ କହିଛନ୍ତି। ଏମାନେ ନେପାଳରୁ ଟଙ୍କା ଆଣି ଆତଙ୍କବାଦୀ କାର୍ଯ୍ୟରେ ଲଗାଉଥିବା ଜଣାପଡ଼ିଛି। ସେମାନଙ୍କ ଠାରୁ ଭାରତୀୟ ଓ ନେପାଳୀ ମୁଦ୍ରା ସମେତ କେତେକ ମୋବାଇଲ ଫୋନ୍‌ ଜବତ ହୋଇଛି। ବିଦେଶରୁ ନେପାଳରେ ଥିବା ବ୍ୟାଙ୍କ ଆକାଉଣ୍ଟକୁ ଅର୍ଥ ଆସୁଥିଲା। ଆକାଉଣ୍ଟଧାରୀଙ୍କୁ ୫ ପ୍ରତିଶତ କମିଶନ ଦିଆଯାଉଥିଲା ବୋଲି ଅଭିଯୁକ୍ତମାନେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri