Posted inଜାତୀୟ

ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରଖୁଥିବା ଲୋକେ ଅନୁଚ୍ଛେଦ ୩୭୦ ଉଚ୍ଛେଦର କରୁଛନ୍ତି ବିରୋଧ: ମୋଦି

ନୂଆଦିଲ୍ଲୀ,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦେଶର ହିତ ପାଇଁ କରାଯାଇଛି। ତେବେ କିଛି ଲୋକ ଏହାକୁ ବିରୋଧ କରୁଛନ୍ତି। ଏଭଳି ଲୋକଙ୍କର ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଯୋଗ କରିଛନ୍ତି। ଏକ ସାକ୍ଷାତ୍‌କାରରେ ମୋଦି ଏଭଳି ମନ୍ତବ୍ୟ ଦେଇଛନ୍ତି। ନିଜ ସ୍ବାର୍ଥକୁ ଗୁରୁତ୍ୱ ଦେଉଥିବା କିଛି ଲୋକ ଏହାର ବିରୋଧ କରୁଛନ୍ତି। ତେବେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦ୍ୱାରା ଜମ୍ମୁ-କଶ୍ମୀର ସହିତ ଲଦାଖର ବିକାଶ ସମ୍ଭବ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri