Categories: ଜାତୀୟ

ଆତଙ୍କବାଦୀଙ୍କ ମୃତଦେହ ନେଇ ଯିବାକୁ ପାକିସ୍ତାନକୁ ଭାରତ ଦେଲା ପ୍ରସ୍ତାବ

ଶ୍ରୀନଗର,୪।୮: ଜମ୍ମୁ-କଶ୍ମୀର କେରନ୍‌ ସେକ୍ଟରରେ ଭାରତୀୟ ସେନାଙ୍କ ଗୁଳିରେ ବ୍ୟାଟ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ମୃତଦେହ ନେଇଯିବାକୁ ଭାରତ ପାକିସ୍ତାନକୁ ପ୍ରସ୍ତାବ ଦେଇଛି। ଏଥିପାଇଁ ପାକିସ୍ତାନ ସୈନ୍ୟ ଧଳା ପତାକା ଧରି ଆସିବାକୁ ଭାରତୀୟ ସେନା କହିଛି। ତେବେ ପାକିସ୍ତାନ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ଏହାର କୌଣସି ଉତ୍ତର ଦିଆଯାଇ ନାହିଁ।

Share