Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଅପରେଶନ୍‌ ‘ଗ୍ରୀନ୍‌ ବାର୍ଡ’ର ପର୍ଦ୍ଦାଫାଶ୍‌: ରାଜଧାନୀ ଏକ୍ସପ୍ରେସ୍‌ରେ ଆଇଇଡି ବିସ୍ଫୋରଣ ପାଇଁ ଆଇଏସ୍‌ଆଇ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୩।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ରଚାଯାଇଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଅପରେଶନ ଗ୍ରୀନ୍‌ ବାର୍ଡ ଭାବେ ନାମିତ କରାଯାଇଥିଲା। ଏଥିରେ ବ୍ୟବହୃତ କୋଡ୍‌ର ଡି-କୋଡ୍‌ କରାଯିବା ପରେ ଜଣାପଡ଼ିଛି ଯେ, ଦକ୍ଷିଣ ଦିଲ୍ଲୀଠାରେ ରାଜଧାନୀ ଏକ୍ସପ୍ରେସ୍‌ର କୋଚ୍‌ ନମ୍ବର ବି-୧ରେ ଆତଙ୍କବାଦୀମାନେ ବିସ୍ଫୋରଣ ଘଟାଇଥାନ୍ତେ। ଆଇଇଡି ଦ୍ୱାରା ବିସ୍ଫୋରଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଭାରତୀୟ ଗୋଇନ୍ଦା ସଂସ୍ଥା ଜାଣିପାରିଥିଲା। ଏହା ଅଗଷ୍ଟ ୧୩ରେ ଦକ୍ଷିଣ ଦିଲ୍ଲୀର ଯେକୌଣସି ଷ୍ଟେଶନ୍‌ରେ ଘଟାଇବା ଲାଗି ଆଇଏସ୍‌ଆଇ ଯୋଜନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri