Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀ-ଗୁଜରାଟରେ ଆଲର୍ଟ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ଓ ଗୁଜରାଟରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ଗୁପ୍ତ ସୂଚନା ମିଳିବାପରେ ଏଠାରେ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌, ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଏବଂ ଲଶ୍କର-ଇ-ତୋଏବା ପକ୍ଷରୁ ଆକ୍ରମଣ ଲାଗି ଯୋଜନା କରାଯାଉଥିବା ସମ୍ପର୍କରେ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ରିପୋର୍ଟ ମିଳିବା ପରେ ସମ୍ପୃକ୍ତ ରାଜ୍ୟରେ ସୁରକ୍ଷାକର୍ମୀଙ୍କୁ ସଜାଗ ରଖାଯାଇଛି। ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦ ଅନୁପ୍ରବେଶ ରୋକିବା ପାଇଁ ସେନା ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଅନୁପ୍ରବେଶକାରୀ କରୋନା ସଂକ୍ରମିତ ହୋଇଥିବାର ଆଶଙ୍କା ମଧ୍ୟ ରହିଥିବାରୁ ଭାରତୀୟ ସେନାଙ୍କୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ନିୟନ୍ତ୍ରଣରେଖା ନିକଟରେ ୩୦୦ରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ଲାଗି ସୁଯୋଗକୁ ଅପେକ୍ଷା କରି ବସିଥିବା କୁହାଯାଉଛି। ଇତିମଧ୍ୟରେ ପାକିସ୍ତାନ ପକ୍ଷରୁ ନିୟନ୍ତ୍ରଣ ରେଖା ନିକଟରେ ୧୬ଟି ଲଞ୍ଚ୍‌ପ୍ୟାଡ୍‌ ସକ୍ରିୟ କରିବା କାର୍ଯ୍ୟ ଆରମ୍ଭ ହୋଇଥିବାରୁ ଭାରତୀୟ ସେନାଙ୍କୁ ସଜାଗ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?