Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ସୂଚନା: ପଞ୍ଜାବରେ ହାଇ ଆର୍ଲଟ

ଚଣ୍ଡିଗଡ଼,୧୨।୧୦: ଆତଙ୍କବାଦୀ ଆକ୍ରମଣ ସୂଚନା ମିଳିବା ପରେ ପଞ୍ଜାବରେ ହାଇ ଆର୍ଲଟ ଜାରି କରାଯାଇଛି। ଚଣ୍ଡିଗଡ଼, ପଠାନକୋଟ, ଗୁରୁଦାସପୁର ଓ ଅମୃତସରରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଗୋଇନ୍ଦା ରିପୋର୍ଟ ମିଳିବା ପରେ ଏସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତ-ପାକିସ୍ତାନ ସୀମାରେ ଡ୍ରୋନ୍‌ ମିଳିବା ଏବଂ ଖଲିସ୍ତାନ ଜିନ୍ଦାବାଦ୍‌ ଫୋର୍ସର ଆତଙ୍କବାଦୀଙ୍କ ସହିତ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୩ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବା ସହିତ ୧୧୩ ଜଣ ଡିଏସ୍‌ପିଙ୍କୁ ସୁରକ୍ଷା ବ୍ୟବସ୍ଥା ତଦାରଖ ଦାୟିତ୍ୱ ଦିଆଯାଇଛି। ଘର-ଘର ବୁଲି ସର୍ଚ୍ଚ ଅପରେଶନ ଜାରି ରହିଛି। ଏହା ସହିତ ସ୍ଥାନୀୟ ଜଙ୍ଗଲ ଏବଂ ସୀମାରେ ଘେରାବନ୍ଦୀ ଆରମ୍ଭ ହୋଇଛି। ସର୍ଚ୍ଚ ଅପରେଶନ୍‌ ୩ ଦିନ ଚାଲିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri