ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଅଧିକ କିଛି ତଥ୍ୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ।
ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଅଧିକ କିଛି ତଥ୍ୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ।
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…
ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…
ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…
ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…
ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…