ଆତଙ୍କର ସହର ଭୁବନେଶ୍ୱର

କମିଶନରେଟ ପୋଲିସ ଇଲାକାରେ ରହିଛି ରାଜଧାନୀ ଭୁବନେଶ୍ୱର। ଏଠି ସୁରକ୍ଷା ଅପହଞ୍ଚ, ଅପରାଧୀଙ୍କୁ ଛାଡ଼ି ପୋଲିସ ହେଲ୍‌ମେଟ୍‌ରେ ବ୍ୟସ୍ତ। ଉନ୍ନତ ଟେକ୍ନୋଲୋଜି, ଦକ୍ଷ ଅଧିକାରୀ ରହିଥିବା ସତ୍ତ୍ୱେ ସହରରେ ବଢ଼ି ଚାଲିଛି ହତ୍ୟା, ଲୁଟ୍‌ ପରି ଅପରାଧ। ବିଶେଷକରି ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଥିବାବେଳେ ପ୍ରତିଦିନ ପ୍ରତି ଥାନାଞ୍ଚଳରେ ଘଟୁଛି ଲୁଟ୍‌, ଚୋରି, ଡକାୟତି ଆଦି ଘଟଣା। ରାଜରାସ୍ତାଠାରୁ ଆରମ୍ଭ କରି କଲୋନୀ ଓ ଘରେ ଘଶି ଆତଙ୍କ ଖେଳାଉଛନ୍ତି ଲୁଟେରା। ପରିସ୍ଥିତି ଏପରି ହୋଇଛି ସତେଯେମିତି ଭୁବନେଶ୍ୱର ପାଲଟି ଯାଇଛି ଆତଙ୍କର ସହର। ମଙ୍ଗଳବାର ୨୧ ଘଣ୍ଟା ମଧ୍ୟରେ ୪ଟି ବଡ଼ ବଡ଼ ଲୁଟ୍‌ ଓ ଡକାୟତି ସହ ଏକାଧିକ ଛୋଟ ଘଟଣା ଘଟିବା ପରେ ସହରବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଉତ୍ତ୍ୟକ୍ତ ଲୋକେ ସୁରକ୍ଷା ପାଇଁ ରାସ୍ତାକୁ ଓହ୍ଲାଇଛନ୍ତି। ବୁଧବାର ରସୁଲଗଡ଼ ଛକରେ ଧାରଣା, ପୋଡ଼ାଜଳା ଓ ପୋଲିସ ବିରୋଧରେ ନାରାବାଜି ସହରର ଆଇନଶୃଙ୍ଖଳାକୁ ପଦାକୁ ପକାଇ ଦେଇଥିବାବେଳେ ଏହି ବାଟଦେଇ ଯାଉଥିବା ରାଜ୍ୟ ତଥା ରାଜ୍ୟ ବାହାରର ଲୋକେ ଏଣିକି ସତର୍କ ରହିବେ ବୋଲି କହୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri