ଆତ୍ମବିଶ୍ୱାସ ଫେରିପାଇବାକୁ ହେଲେ କ’ଣ କରିବେ..

* କୌଣସି କାର୍ଯ୍ୟରେ ଅସଫଳ ହେବା ପରେ ଭାଙ୍ଗି ନ ପଡି ସେଥିରୁ ଉଚିତ ଶିକ୍ଷା ଲାଭ କରି ଆଗକୁ ବଢିବା ଲାଗି ଚେଷ୍ଟା କରନ୍ତୁ ।

* କିଛି ଭୁଲ ହୋଇଯିବ ଭାବି ପଛଘୁଞ୍ଚା ଦେବା ଅପେକ୍ଷା କାମଟିକୁ ଆତ୍ମ ବିଶ୍ୱାସର ସହ ଶେଷ କରିବା ପାଇଁ ଚେଷ୍ଟା କରନ୍ତୁ ।

* ଅସଫଳତା ପଛର କାରଣ ଖୋଜି ବାହାର କରନ୍ତୁ ଏବଂ ତାକୁ ସୁଧାରିବା ପାଇଁ ବଦ୍ଧପରିକର ହୁଅନ୍ତୁ ।

* ନିଜର ଦୋଷ ଦୁର୍ବଳତାକୁ ଚିହ୍ନନ୍ତୁ ଏବଂ ତାକୁ ଦୂର କରିବା ପାଇଁ ଯଥାସମ୍ଭବ ଚେଷ୍ଟା କରନ୍ତୁ ।

* ନିଜର ସାମର୍ଥ୍ୟକୁ ଚିହ୍ନନ୍ତୁ ଏବଂ ସେଇଟିକୁ ଉପଯୋଗ କରି ଅନ୍ୟମାନଙ୍କଠାରୁ ଭିନ୍ନ ହେବାକୁ ଚେଷ୍ଟା କରନ୍ତୁ ।

* ପୂର୍ବରୁ ଲାଭ କରିଥିବା ସଫଳତାକୁ ମନେ ପକାନ୍ତୁ ଏବଂ ତାକୁ ଉଦାହରଣ ଭାବେ ଗ୍ରହଣ କରି ଆଗକୁ ବାଟ ଚାଲନ୍ତୁ ।

* କିଛି କାମ ଆରମ୍ଭ କରିବା ପୂର୍ବରୁ ନିଜେ କନ୍‌ଫିଡେଣ୍ଟ ଅଛନ୍ତି ବୋଲି କଳ୍ପନା କରନ୍ତୁ ।

* ସଫଳତା ପାଇବା ପରେ ଲୋକେ କିଭଳି ଭାବେ ଆପଣଙ୍କୁ ଅଭିବାଦନ ଦେବେ ଏବଂ ପ୍ରଶଂସା କରିବେ ସେ ବିଷୟରେ ମଧ୍ୟ ଭାବି ନିଜର ଆତ୍ମବିଶ୍ୱାସକୁ ସୁଦୃଢ କରିପାରିବେ ।

* ଆତ୍ମବିଶ୍ୱାସ କମ୍‌ କରାଉଥିବା କାର୍ଯ୍ୟଗୁଡିକୁ ବାରମ୍ବାର ସାମ୍ନା କରନ୍ତୁ। ଏପରି କଲେ ଆପଣଙ୍କ ଭୟ ଛାଡିବ ଏବଂ ଆପଣ କନ୍‌ଫିଡେଣ୍ଟ ଫିଲ କରିବେ ।

* ନିଜକୁ ପ୍ରମାଣ ଦେବାର ସୁଯୋଗ ଆଦୌ ହାତଛଡା କରନ୍ତୁ ନାହିଁ । ପୂର୍ଣ୍ଣ ପ୍ରସ୍ତୁତି ସହ ନିଜକୁ ସମସ୍ତଙ୍କ ସାମ୍ନାରେ ଉପସ୍ଥାପନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri