ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ କହଁର। ୨୦୧୯ ମାର୍ଚ୍ଚ ୨୯ ତାରିଖରେ ଆତ୍ମସମର୍ପଣ କରିଥିବା ସିଜୁ ପୋଲିସ ବାରାକ୍‌ ଭିତରେ ଥିବା ପ୍ରକୋଷ୍ଠରେ ଅସ୍ଥାୟୀ ଭାବେ ରହୁଥିଲେ। ସୋମବାର ସକାଳେ ଉକ୍ତ ପ୍ରକୋଷ୍ଠରୁ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ଏହା ଆତ୍ମହତ୍ୟା ବୋଲି ଜଣାପଡୁଛି। ତେବେ କେଉଁ କାରଣରୁ ସେ ଏପରି କରିଛନ୍ତି, ତାହାର ତଦନ୍ତ ଜାରି ରହିଛି ବୋଲି ଏସ୍‌ପି ପ୍ରତୀକ ଗୀତା ସିଂ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏ ନେଇ ଟାଉନ ଥାନାରେ ନଂ.୨୧/୨୦ରେ ମାମଲା ରୁଜୁ ହୋଇଛି ା ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri