ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଗୀତ ମାଧ୍ୟମରେ ଆହ୍ବାନ ଦେଇଛନ୍ତି। ୧୯୮୦ ମସିହାରୁ ମାଓବାଦୀ ସଂଗଠନ କରି ଲୋକମାନଙ୍କର ଉନ୍ନତି ହୋଇନାହିଁ ବରଂ ନିରୀହ ଆଦିବାସୀ ଯୁବକଯୁବତୀ ନିଜର ଘର ଦ୍ୱାର ଛାଡ଼ି ଜଙ୍ଗଲରେ ବୁଲି ଅକାଳରେ ଜୀବନ ହରାଇଛନ୍ତି ବୋଲି ଅର୍ଜୁନ କହିଛନ୍ତି। ଏବେ ସମୟ ଆସିଛି ମାଓବାଦୀଙ୍କ ମିଥ୍ୟା କଥାରେ ପ୍ରଲୋଭିତ ନ ହୋଇ ହିଂସା ଛାଡ଼ି ମୁଖ୍ୟ ସ୍ରୋତକୁ ଫେରି ଆସିବା ପାଇଁ ଗୀତ ମାଧ୍ୟମରେ ଏପରି ଅଭିନବ ପ୍ରୟାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri