Posted inଜାତୀୟ

ଆତ୍ମସମର୍ପଣ କଲେ ୬୪୪ ଉଗ୍ରପନ୍ଥୀ

ଗୁଆହାଟୀ,୨୪ା୧(ଆଇଏଏନ୍‌ଏସ୍‌):ଆସାମରେ ୮ଟି ବେଆଇନ ସଂଗଠନର ୬୪୪ ଜଣ ଉଗ୍ରପନ୍ଥୀ ଗୁରୁବାର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି। ଉଲ୍‌ଫା (ସ୍ବାଧୀନ), ଏନ୍‌ଡିଏଫ୍‌ବି, ଆର୍‌ଏନ୍‌ଏଲ୍‌ଏଫ୍‌, କେଏଲ୍‌ଓ, ସିପିଆଇ (ମାଓବାଦୀ), ଏନ୍‌ଏସ୍‌ଏଲ୍‌ଏ, ଏଡିଏଫ୍‌ ଏବଂ ଏନ୍‌ଏଲ୍‌ଏଫ୍‌ବିରୁ ଏତେସଂଖ୍ୟାରେ ଉଗ୍ରପନ୍ଥୀ ଆତ୍ମସମର୍ପଣ କରିବା ଏହା ପ୍ରଥମ ଘଟଣା ହୋଇଥିବାରୁ ପୋଲିସ ଡିଜି ଭାସ୍କରଜ୍ୟୋତି ମହନ୍ତ ଏହାକୁ ଏକ ବିଶେଷ ଦିନ ବୋଲି କହିଛନ୍ତି। ଉଲ୍‌ଫା (ସ୍ବାଧୀନ)ରୁ ୫୦ ଜଣ, ଏନ୍‌ଡିଏଫ୍‌ବିରୁ ୮, ଆଦିବାସୀ ଡ୍ରାଗନ ଫାଇଟର (ଏଡିଏଫ୍‌)ରୁ ୧୭୮ ଜଣ ଆତ୍ମସମର୍ପଣ କରିଛନ୍ତି। ଉଗ୍ରପନ୍ଥୀମାନେ ସରକାରଙ୍କ ପାଖରେ ୧୭୭ଟି ବନ୍ଧୁକ, ବିପୁଳ ପରିମାଣର ଗୁଳିଗୋଳା ଓ ବିସ୍ଫୋରକ ସାମଗ୍ରୀ ଜମା କରିଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତକୁ ସ୍ବାଗତ କରିବା ସହ ରାଷ୍ଟ୍ର ନିର୍ମାଣରେ ସହଯୋଗ କରିବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri