ଆତ୍ମହତ୍ୟାକାରୀଙ୍କୁ ଯେଉଁଠି ମିଳେ ‘ବୀର’ର ମାନ୍ୟତା…

ୟୁରୋପର ହଙ୍ଗେରୀରେ ଆତ୍ମହତ୍ୟାକାରୀଙ୍କୁ ‘ବୀର’ର ମାନ୍ୟତା ଦିଆଯାଏ। ଏଠାରେ ଆତ୍ମହତ୍ୟାକାରୀଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ । ବିଭିନ୍ନ ସମସ୍ୟା ଯୋଗୁ ଏଠାରେ ଅଧିକାଂଶ ଲୋକ ଚିନ୍ତାଗ୍ରସ୍ତ ରୁହନ୍ତି । ଅପରପକ୍ଷରେ ଏଠାରେ ଅଧିକ ଲୋକ କ୍ୟାନସରରେ ଆକ୍ରାନ୍ତ ହୋଇଥାନ୍ତି । ତେଣୁ ଅନେକ ଆତ୍ମହତ୍ୟା ପଥକୁ ବାଛି ନିଅନ୍ତି । ଅନ୍ୟ ଦେଶରେ ଆମତ୍ହତ୍ୟାକୁ ଏକ ଅପରାଧ ବୋଲି ବିବେଚନା କରାଯାଉଥିବାବେଳେ ଏଠାରେ ଏଭଳି ଲୋକଙ୍କୁ ‘ବୀର’ କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri