Posted inଖେଳ

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ କ୍ରିକେଟର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଡିପ୍ରେସନର ଶିକାର ହୋଇ ସେ ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି। ବଲିଉଡ୍‌ଠାରୁ କ୍ରୀଡାଜଗତର ସେଲିବ୍ରିଟିମାନେ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ରବିନ୍‌ ଉଥାପ୍ପା। ସେ ସୁଶାନ୍ତଙ୍କ ମୃତ୍ୟୁ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଡିପ୍ରେସନ୍‌ ଗୋଟିଏ ଏମିତି ରୋଗ ଯାହାର ଶିକାର ହେଲେ ମଣିଷ କିଛି ବି କରିବାକୁ ବାଧ୍ୟ ହୋଇଥାଏ। ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍‌ ଉଥାପ୍ପା ଏକଦା ମାନସିକ ଦୁଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ ଏ ଭଳି ମାନସିକ ଚାପ ଦେଇ ଗତି କରି ଆସୁଥିଲେ। ସେ ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚିନ୍ତା କରୁଥିଲେ। ତେବେ ଏହି ଦୁଃସମୟରେ କ୍ରିକେଟ ହିଁ ତାଙ୍କୁ ଏଥିରୁ ନିବୃତ୍ତ ରହିବାକୁ ସାହସ ଦେଇଥିଲା ବୋଲି ଉଥାପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri