ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ କରିଛନ୍ତି। ତାଳଦଣ୍ଡା କେନାଲ ମାତୃଭବନ ନିକଟ ରେଳଧାରଣାରୁ ଜିଆର୍‌ପି ପୋଲିସ ସମ୍ପୃକ୍ତ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଏଥିସହ ମୃତଦେହ ନିକଟରୁ ଏକ ସୁଇସାଇଡ୍‌ ନୋଟ ମଧ୍ୟ ଜବତ କରାଯାଇଛି। ମୃତକ ହେଲେ ପୁରୁଣା ରାଉସାପାଟଣାର ନିମାଇଁ ଚରଣ ସ୍ବାଇଁଙ୍କ ପୁଅ ମନୋଜ ସ୍ବାଇଁ(୨୫)।

ମୃତଦେହ ନିକଟରୁ ମିଳିଥିବା ମୋବାଇଲ୍‌ରେ ମୃତ୍ୟୁ ପୂର୍ବର ଭିଡିଓ ରହିଛି। ପ୍ରେମିକା ଧୋକା ଦେବାରୁ ଆତ୍ମହତ୍ୟା ବ୍ୟତୀତ ଅନ୍ୟ କୌଣସି ପନ୍ଥା ନ ଥିଲା ବୋଲି ସମ୍ପୃକ୍ତ ଭିଡିଓରେ ଯୁବକ ଜଣଙ୍କ କହିଛନ୍ତି। ଏପରିକି ସୁଇସାଇଡ୍‌ ନୋଟ୍‌ରେ ସେ ନିଜ ମୋବାଇଲ୍‌ର ପାସ୍‌ଓ୍ବାର୍ଡ ସହ ଯୁବତୀଙ୍କ ବିଷୟରେ ସମସ୍ତ ତଥ୍ୟ ଦେଇଛନ୍ତି। ତାଙ୍କୁ ନ୍ୟାୟ ମିଳୁ ବୋଲି ସେ ଚାହୁଁଥିବା କହିଛନ୍ତି। ଅପରପକ୍ଷେ ସେ ଶୁକ୍ରବାର ରାତିରୁ ଟ୍ରାକ୍‌ରେ ବୁଲୁଥିଲେ। ସେମାନେ ଖୋଜାଖୋଜି କରିଥିଲେ ହେଁ ରାତି ହୋଇ ଯାଇଥିବାରୁ ତାଙ୍କୁ ପାଇ ନ ଥିବା ସାଙ୍ଗମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri