ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ଭଦ୍ରକ ବିଧାନସଭା ପ୍ରାର୍ଥୀ ଡ.ପ୍ରଦୀପ ନାୟକ ନିର୍ବାଚନ ପ୍ରଚାରରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ସର୍ଜିକାଲ ଷ୍ଟ୍ରାଇକ୍ ଓ ହିରୋ ଅଭିନନ୍ଦନ ଶବ୍ଦକୁ ବ୍ୟବହାର କରି ଦୁହେଁ ଏବେ ଅଡୁଆରେ ପଡ଼ିଛନ୍ତି। ଜିଲାପାଳ ତଥା ଭଦ୍ରକ ଲୋକ ସଭା ରିଟର୍ଣ୍ଣିଂ ଅଫିସର ଜ୍ଞାନରଞ୍ଜନ ଦାସ ପ୍ରାର୍ଥୀ ଅଭିମନ୍ୟୁ ଓ ଉପଜିଲାପାଳ ତଥା ଭଦ୍ରକ ବିଧାନସଭା ରିଟର୍ଣ୍ଣିଂ ଅଫିସର ପୀତାମ୍ବର ସାମଲ ପ୍ରାର୍ଥୀ ଡ. ପ୍ରଦୀପଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏଥିସହ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ମଧ୍ୟ ଏଭଳି କୌଣସି ବିଷୟ ନିଜର ନିର୍ବାଚନ ପ୍ରଚାରରେ ବ୍ୟବହାର ନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…
ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…
ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି
ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍। ଗୁରୁତର ଆହତ ଅବସ୍ଥାରେ ଦୁଇ…
ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ
ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍ ପକାଇ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି ।…
ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…
ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…
ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…
ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…
ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ
ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…
ଜଳିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…
ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…
ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…
Archives

