ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍‌ ଯୋଗ୍ୟତା ହାସଲ

ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ ପିଭି ମୋଡୁଲ ଉତ୍ପାଦ ମାନ ଯୋଗ୍ୟତା ପରୀକ୍ଷାରେ ଆଦାନୀ ସବୁଠାରୁ ସର୍ବଶ୍ରେଷ୍ଠ ମାନ ପ୍ରଦାନ ଓ ଉତ୍ପାଦନ କାରୀ ସଂସ୍ଥା ରୂପେ ପରିଗଣିତ ହୋଇପାରିଛି। ଆଦାନୀ ସୌରଶକ୍ତିର ଉତ୍ପାଦ ଗୁଡିକ ନ୍ୟୁନତମ ଶକ୍ତି ଖର୍ଚ୍ଚରେ ଅଧିକ ସେବା ଯୋଗାଇ ଦେବାରେ ସକ୍ଷମ, ବିଶ୍ୱରେ ଏକ ଅଦ୍ୱିତୀୟ ସଂସ୍ଥା ରୂପେ ସ୍ବୀକୃତି ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri