Posted inଜାତୀୟ

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ କୌର ଧିଲୋନ ଓରଫ ହାର୍ଡ କୌରଙ୍କୁ ମହଙ୍ଗା ପଡିଛି। ଆର୍‌ଏସ୍‌ଏସ୍‌ର ଶଶାଙ୍କ ଶେଖରଙ୍କ ଅଭିଯୋଗ ଉପରେ ପୋଲିସ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛି। ‘ରେପ୍‌ମ୍ୟାନ ଯୋଗୀ’ ଲେଖି ସେ ଜୁନ୍‌ ୧୮ରେ ଆଦିତ୍ୟନାଥଙ୍କ ଏକ ଫଟୋ ପୋଷ୍ଟ କରିଥିଲେ। ସେହିପରି କୌର ଭାଗବତଙ୍କ ଏକ ଫଟୋ ସେୟାର କରି ଭାରତରେ ସମସ୍ତ ଆତଙ୍କବାଦୀ ଆକ୍ରମଣ ପାଇଁ ତାଙ୍କୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri