ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି।

ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ ଆବେଦନ କରିଥିଲେ। ତେବେ ତାଙ୍କୁ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏହାକୁ ନେଇ ଏକ ଫାଇଲ ଅନୁମୋଦନ ଲାଗି ରାଜ୍ୟପାଳଙ୍କ ନିକଟକୁ ପଠାଯାଇଥିଲା। ରାଜ୍ୟପାଳଙ୍କ ଅନମୋଦନ ପରେ ତାଙ୍କର ସ୍ବେଚ୍ଛାକୃତ ଅବସର ପ୍ରସ୍ତାବକୁ ଗ୍ରହଣ କରାଯିବାର ଯୋଜନା ରହିଥିଲା। ତାଙ୍କ ନିଯୁକ୍ତି ପ୍ରସ୍ତାବକୁ ରାଜ୍ୟପାଳ ଅନୁମୋଦନ କରିବା ପରେ ଏବେ ପାଢ଼ୀଙ୍କ ଅବସର ଆବେଦନକୁ ସରକାର ଗ୍ରହଣ କରିବେ। ହେଲେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତି ମିଳିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri