Odisha Elections 2024

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର ଓ ଓଡ଼ିଶା ଇଲେକସନ୍‌ ୱାଚ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ବ୍ରହ୍ମପୁର ଶିବ ଶଙ୍କର ଦାସଙ୍କ ନାଁରେ ୪୮ କ୍ରିମିନାଲ କେସ୍‌ ରହିଛି। ସେହିପରି ୪ ଜଣ ପ୍ରାର୍ଥୀ ଆଦୌ ପାଠ ପଢିନାହାନ୍ତି। ଏଥିସହ ସବୁଠୁ ଧନୀ ଦିଗପହଣ୍ଡିର ବିଜେଡି ପ୍ରାର୍ଥୀ ବପ୍ଳବ ପାତ୍ର। ବପ୍ଳବଙ୍କ ମୋଟ୍‌ ସମ୍ପତ୍ତି ୩୩ କୋଟି ୩୪ ଲକ୍ଷରୁ ଅଧିକ। ସୁବଠାରୁ ଗରିବ ଲକ୍ଷ୍ମୀପୁରର ରମେଶ ଜାନି। ସେ ରିପବ୍ଲିକାନ ପାର୍ଟିର ବିଧାୟକ ପ୍ରାର୍ଥୀ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri