ଆଧାର ବିନା ଓଡ଼ିଶା ମନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାକୁ ଫେରିବାକୁ ଥିଲେ ରେଜିଷ୍ଟ୍ରେଶନ କରିବା ବାଧ୍ୟତାମୂଳକ। ଏଥିପାଇଁ ୨ଟିର ଆବଶ୍ୟକତା ରହିଛି। ପ୍ରଥମଟି ହେଲା ଆଧାର ନଂ । ଦ୍ୱିତୀୟଟି ହେଲା ମୋବାଇଲ ନଂ। ଏହି ଦୁଇଟି ବାଧ୍ୟତାମୂଳକ । ଯଦି ଜଣଙ୍କ ପାଇଁ ଅନ୍ୟ କେହି ରେଜିଷ୍ଟ୍ରେଶନ କରିଥାନ୍ତି ସେଭଳି ସ୍ଥିତିରେ ମଧ୍ୟ ଅନ୍ୟ ସମ୍ପର୍କୀୟ ବ୍ୟକ୍ତିଙ୍କ ମୋବାଇଲ ନଂ ଦେଇପାରିବେ।

https://covid୧୯.odisha.gov.in/ ପୋର୍ଟାଲ ଖୋଲିବା ପରେ ନିମ୍ନଲିଖିତ ବିଷୟରେ ସୂଚନା ଦେଇ ଫର୍ମ ପୂରଣ କରିବାକୁ ପଡ଼ିବ।

-ବ୍ୟକ୍ତିଗତ ବିବରଣୀ
-ଓଡ଼ିଶାରେ ନିଜ ଘରର ଠିକଣା
-ଯୋଗାଯୋଗ ନିମନ୍ତେ ନିଜ ସମ୍ପର୍କୀୟଙ୍କ ନାମ ଓ ମୋବାଇଲ ନଂ
ଫର୍ମ ପୂରଣ କରି ସାରିବା ପରେ ସବ୍‌ମିଟ୍‌ ବଟନ୍‌ କ୍ଲିକ୍‌ କରିବା ମାତ୍ରେ ପଞ୍ଜିକୃତ ମୋବାଇଲ ନଂରେ ଏକ ଓଟିପି ଆସିବ।
-ଏହି ଓଟିପିକୁ ଓ୍ବେବ୍‌ସାଇଟ୍‌ର ଡିସ୍‌ପ୍ଲେ ବକ୍ସରେ ପୂରଣ କରିବା ପରେ ଆପଣଙ୍କ ମୋବାଇଲ୍‌କୁ ଏକ କନ୍‌ଫର୍‌ମେଶନ ମେସେଜ୍‌ ଆସିବ।
-ମେସେଜ୍‌ ପାଇବା ପରେ ପଞ୍ଜୀକରଣ ସମ୍ପୂର୍ଣ୍ଣ ହୋଇଯାଇଛି ବୋଲି ସ୍ପଷ୍ଟ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri