Posted inଜାତୀୟ

ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍‌ ଦାଖଲ

ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି। ଏ ସମ୍ପର୍କିତ ବ୍ଲୁପ୍ରିଣ୍ଟ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ପର୍ସନାଲ ହେଲଥ୍‌ ଆଇଡେଣ୍ଟିଫାୟାର ନମ୍ବର(ପିଏଚଆଇ) ଦ୍ୱାରା ରୋଗୀଙ୍କୁ ସେମାନଙ୍କର ଯାଞ୍ଚ୍‌ ରିପୋର୍ଟ ସାଙ୍ଗରେ ନେଇ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିବ ନାହିଁ। ପିଏଚ୍‌ଆଇ ଦ୍ୱାରା ରୋଗୀଙ୍କ ସମସ୍ତ ତଥ୍ୟ ଡାକ୍ତର ସହଜରେ ପାଇପାରିବେ। ୟୁନିକ୍‌ ଆଇଡେଣ୍ଟିଫିକେସନ୍‌ ଅଥରିଟି ଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ଜେ.ସତ୍ୟ ନାରାୟଣଙ୍କ ନେତୃତ୍ୱରେ ଗଠିତ ୧୪ ଜଣିଆ କମିଟି ଏହି ଯୋଜନାର ବ୍ଲୁପ୍ରିଣ୍ଟ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରିଛନ୍ତି। ଏନେଇ ଏକ ଡିଜିଟାଲ ପ୍ଲାଟଫର୍ମ ପ୍ରସ୍ତୁତି ଉପରେ ସ୍ବାସ୍ଥ୍ୟ ତଥା ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ମିଳିତ ଭାବେ କାର୍ଯ୍ୟ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri