ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ ପୂଜାମଣ୍ଡପର ଗୁରୁତ୍ୱ ବଢାଉଛି

ବାସୁଦେବପୁର,୮ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ ଚଳିତବର୍ଷ ୩ଟି ପୂଜାମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସହରର ଜାଫରପୁର ସ୍ଥିତ ବିଦ୍ୟୁତ୍‌ ମାର୍ଗ ଶାରଦୀୟ ପୂଜାମଣ୍ଡପରେ ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ସ୍ବାମୀ ମୁକୁନ୍ଦକୃଷ୍ଣ ମହାରାଜ ତାଙ୍କର ସାଥୀ ଓ ସହଯୋଗୀମାନଙ୍କୁ ନେଇ ଆଧ୍ୟାତ୍ମିକ ପ୍ରବଚନ ଦେଉଛନ୍ତି। ଧର୍ମ, ଶାସ୍ତ୍ର, ପୁରାଣ, ରାମାୟଣ ଓ ମହାଭାରତ ତଥା ଅନ୍ୟାନ୍ୟ ଧାର୍ମିକ କଥାବସ୍ତୁକୁ ନେଇ ଏହି ପ୍ରବଚନ କାର୍ଯ୍ୟକ୍ରମ ଚାଲୁଛି। ମା’ଦୁର୍ଗାଙ୍କ ପୂଜାରେ ଏହି ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ ପୂଜାମଣ୍ଡପର ଗୁରୁତ୍ୱ ବଢାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri