ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ଉପଜିଲାପାଳ, ଏସଡିପିଓ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): ରାଜ୍ୟରେ ୫ ଟି କୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି। ଆନନ୍ଦପୁର ଉପଜିଲାପାଳ ରବିନ୍ଦ୍ର କୁମାର ସାହୁ, ଏସଡିପିଓ ବିଦ୍ୟୁତ୍‌ କୁମାର ପଣ୍ଡା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରୋଗୀମାନଙ୍କ ସହିତ ଆଲୋଚନା କରିଛନ୍ତି। ସ୍ବାସ୍ଥ୍ୟ ସେବା ସଠିକ୍‌ ଭାବେ ମିଳୁଛି କି ନାହିଁ, ଔଷଧ ସମ୍ପର୍କରେ ପଚାରି ବୁଝିଛନ୍ତି। ଏହା ସହିତ ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରି ରୋଗୀସେବା ଅନୁଧ୍ୟାନ କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟ ଚିକିତ୍ସାଳୟର ଏସ୍‌ଡିଏମଓ ଡାକ୍ତର ଧନେଶ୍ୱର ସେଠୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri