ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡା ପ୍ରମୁଖଙ୍କ ସମେତ ବିଭିନ୍ନ ପଦାଧିକାରୀମାନେ ଭୋଟ କେନ୍ଦ୍ରରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୮।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର...

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ।...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ...

ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦...

ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ...

କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ...

୪୫ରୁ ୫୫ କି.ମି. ବେଗରେ ବହିବ ପବନ, କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୩ (ଅନିଲଦାସ):ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri