ଆନନ୍ଦପୁର ବ୍ୟାରେଜରେ ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୨୯।୪: (ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ଉପରେ ଭାରିଯାନ ଚଳାଚଳ ଦିଗରେ ରୋକ ଲାଗିଛି। ଆନନ୍ଦପୁର ବ୍ୟାରେଜ ଡିଭିଜନ୍‌, ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଚିଠି ନଂ. ୧୩୫୮/୨୭ ଏପେ୍‌ଲ ୨୦୨୩କୁ ଆଧାର କରି ଆନନ୍ଦପୁର ଉପଖଣ୍ଡ ମାଜିଷ୍ଟ୍ରେଟ ଅନୀଲ କୁମାର ସେଠୀ ବ୍ୟାରେଜ ଉପରେ ଭାରିଯାନ ଚଳାଚଳକୁ ରୋକ ଲଗାଇବା ପାଇଁ ୧୪୪ ଜାରି କରିଛନ୍ତି। ଏହା ୨୮ ତାରିଖ ଅର୍ଥାତ ଗୁରୁବାର ଠାରୁ ୩୧ ମଇ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶନାମାରେ ଜାରି ହୋଇଛି। ଏହାର କାର୍ଯ୍ୟକାରିତା ଦିଗରେ ପ୍ରତ୍ୟେକ୍ଷ ଭାବେ ଦୃଷ୍ଟି ଦେବାକୁ ଏସ୍‌ଡିପିଓ ଆନନ୍ଦପୁର, ଆଇଆଇସି ଆନନ୍ଦପୁର, ଆଇଆଇସି ଘସିପୁରା, ତହସିଲଦାର ଆନନ୍ଦପୁର ଓ ଘସିପୁରାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ପ୍ରାୟ ସମୟରେ ଆନନ୍ଦପୁର ବ୍ୟାରେଜ ଉପରେ ଲୁହାପଥର ବୋଝେଇ ଭାରିଯାନଠାରୁ ଆରମ୍ଭ କରି ଲଘୁ ଖଣିଜ ସମ୍ପଦ ଭରା ହାଇଓ୍ବା ଚଳାଚଳ ଲାଗିରହିଛି। ହାଇଡ୍ରୁଲିକ୍‌ ଷ୍ଟ୍ରକଚର୍‌ ଆଧାରରେ ନିର୍ମାଣ ହୋଇଥିବା ବ୍ୟାରେଜ ପାଇଁ ଏହା ଅଧିକ ମାତ୍ରାରେ ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri