ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି

ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍‌ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଗତ ୬ ତାରିଖଠାରୁ ଏହି ଆନ୍ଦୋଳନ ଯୋଗୁ କୋଇଲା ଉତ୍ତୋଳନ ସହ ନାଲକୋ, ଜେଆଇଟିପିଏଲ୍‌, ଜେଏସପିଏଲ, ବିଏସ୍‌ଏଲ୍‌, ଏସ୍‌ପିସିଏଲ୍‌, ଜିଏମ୍‌ଆରକୁ କୋଇଲା ଯୋଗାଣ ବାଧାପ୍ରାପ୍ତ ହୋଇଛି। ଏହି ବନ୍ଦ ଯୋଗୁ ଏମ୍‌ସିଏଲ୍‌ର ୧.୪୭ କୋଟି କ୍ଷତି ଓ ରାଜ୍ୟ ସରକାରଙ୍କ ୨୦.୫୮ ଲକ୍ଷ ଟଙ୍କାର ରାଜସ୍ବ ହାନି ଘଟିଥିବା ଏମ୍‌ସିଏଲ୍‌ ପକ୍ଷରୁ ପ୍ରେସ୍‌ ଇସ୍ତାହାରରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri