ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୩୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ଇଟାଭାଟିରେ କାମ କରୁଛନ୍ତି। ଇଟାଭାଟି ମାଲିକ ସେମାନଙ୍କୁ ଯୋରଜବରଦସ୍ତ କାମ କରାଉଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ତେଲେଙ୍ଗାନା ରାଜ୍ୟ କାମାରେଡି ଜିଲା ଆଲ୍ଲାରେଡିର ଏକ ଇଟା ଭାଟିରେ ବେନ୍ଦେର ଏବଂ ଯମୁନାପାଲିର କୃଷ୍ଣ ଭୋଇ, ଗୋବର୍ଦ୍ଧନ ମାଝୀ, କମଳ ବାଗ ପ୍ରମୁଖ ୧୩ ଜଣ ଶ୍ରମିକ ଥିବାବେଳେ ଆନ୍ଧ୍ରପ୍ରଦେଶର ତିରୁପତିର କୋପ୍ରାଲପୁଲମ୍‌ର ଏକ ଇଟାଭାଟିରେ ବେନ୍ଦେର ଏବଂ ଗମ୍ଭାରୀ ଗାଁର ପର୍ଶୁରାମ ଭୋଇ, ସୁରେନ୍ଦ୍ର ସୁନା, ଗୁରିଆ ବାଗ, ରାମଲାଲ ତାଣ୍ଡି, କୁମର ମାଝୀ ପ୍ରମୁଖ ୨୦ଜଣ କାମ କରଛନ୍ତି। ସେମାନଙ୍କୁ ସହାୟତା ପାଇଁ ଫୋନରେ ଅଭିଯୋଗ କରିବା ସହ କାର୍ଯ୍ୟସ୍ଥଳୀର ଫଟୋ ପଠାଇ ଉଦ୍ଧାର ପାଇଁ ଆକୁଳ ନିବେଦନ କରିଛନ୍ତି। ଏ ନେଇ ଜିଲା ଶ୍ରମ ଅଧିକାରୀ ସୁରେଶ ବେହେରାଙ୍କୁ ପଚାରିବାରୁ ଏ ନେଇ ଆମ ପାଖରେ ସୂଚନା ନାହିଁ। ଠିକ୍‌ ସୂଚନା ମିଳିଲେ ସେମାନଙ୍କୁ ସହାୟତା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ...

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ  ପଦ ପୂରଣ ହେବ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା):  ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଖୁବ୍‌ଶୀଘ୍ର ପୂରଣ ହେବ ୧୪୧୪ ଆର୍‌ଆଇ, ଏଆର୍‌ଆଇ, ଅମିନ ପଦ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri