Posted inଜାତୀୟ

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ

ବିଜୟଓ୍ବାଡ଼ା,୨୪।୭: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ବୁଧବାର ବିଶ୍ୱଭୂଷଣ ହରିଚନ୍ଦନ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ହାଇକୋର୍ଟ କାର୍ଯ୍ୟନିର୍ବାହୀ ବିଚାରପତି ସି. ପ୍ରବୀନ୍‌ କୁମାର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜଭବନରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଏବଂ ତାଙ୍କ କ୍ୟାବିନେଟ୍‌ ସଦସ୍ୟ ତଥା ବାଚସ୍ପତି ତାମିନେନି ସୀତାରାମ, ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ପ୍ରମୁଖ ଉପସ୍ଥିିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri