ଆନ୍ଧ୍ରରୁ ଟ୍ରକ୍‌ରେ ଫେରିଲେ

ବାରିପଦା ଅଫିସ,୧୪ା୫- ଆନ୍ଧ୍ରପ୍ରଦେଶରୁ ଏକ ଟ୍ରକ୍‌ ଯୋଗେ ମୟୂରଭଞ୍ଜ ଜିଲାକୁ ୬୫ ପ୍ରବାସୀ ଓଡ଼ିଆ ଗୁରୁବାର ଫେରିଛନ୍ତି। ଅପରାହ୍ନରେ ବାରିପଦା ସହର ମଧ୍ୟ ଦେଇ ଯାଇଥିବା ୧୮ ନଂ. ଜାତୀୟ ରାଜପଥରେ ଏତେ ସଂଖ୍ୟକ ଲୋକ ଟ୍ରକ୍‌ରେ ବୋଝେଇ ହୋଇ ଯାଉଥିବା ଦେଖି କେତେକ ବ୍ୟକ୍ତି ପୋଲିସକୁ ଖବର ଦେଇଥିଲେ। ଟାଉନ ଥାନା ପୋଲିସ ବାରିପଦା ଦାରୋଗାଡ଼ାହି ଗୋଲେଇ ନିକଟରେ ଉକ୍ତ ଟ୍ରକ୍‌କୁ ଅଟକାଇ ପଚରାଉଚରା କରିଥିଲା। ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ଆସିଥିବା ବେଳେ ଏଥିରେ ଥିବା ସମସ୍ତ ଲୋକ ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଥିଲା। ସମସ୍ତେ ସରକାରଙ୍କ ନିୟମ ଅନୁୟାୟୀ ପଞ୍ଜୀକରଣ କରିବା ପରେ ଟ୍ରକ୍‌ରେ ଆସିଥିବା ଜଣାପଡ଼ିଥିଲା। ଯାଞ୍ଚ ପରେ ପୋଲିସ ଟ୍ରକ୍‌ଟିକୁ ଛାଡ଼ି ଦେଇଥିଲା। ଉଲ୍ଲେଖଯୋଗ୍ୟ ଯେ, ମୟୂରଭଞ୍ଜ ଜିଲାକୁ ବର୍ତ୍ତମାନ ସୁଦ୍ଧା ୧୫ ଶହ ପ୍ରବାସୀ ଓଡ଼ିଆ ଫେରିଥିବା ବେଳେ ଆଗାମୀ ଦିନରେ ଆହୁରି ୪୫ ହଜାର ଶ୍ରମିକ ଓ ପ୍ରବାସୀ ଫେରିବା ପାଇଁ ପଞ୍ଜୀକରଣ କରିଛନ୍ତି। ସପ୍ତାହକ ତଳେ ଗ୍ରୀନ ଜୋନ୍‌ରେ ଥିବା ଏହି ଜିଲାରେ ୯ ସୁରଟ ଫେରନ୍ତା ପଜିଟିଭି ବାହାରିବା ପରେ ଅରେଞ୍ଜ ଜୋନ୍‌ର ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri