ଆନ୍ଧ୍ର ରାଜଭବନର ୪ କର୍ମଚାରୀଙ୍କୁ କରୋନା: ଏମ୍‌ପିଙ୍କ ପରିବାରରୁ ୬ ଆକ୍ରାନ୍ତ

ଅମରାବତୀ,୨୮ା୪: ଆନ୍ଧ୍ରପ୍ରଦେଶ ରାଜଭବନର ୪ ଜଣ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସେହିପରି ଶାସକ ଦଳର ଜଣେ ଏମ୍‌ପିଙ୍କ ପରିବାରରୁ ୬ ଜଣ ଏହି ରୋଗରେ ଆକ୍ରାନ୍ତ ଥିବା ଜଣାପଡିଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୭୭ରେ ପହଞ୍ଚତ୍ଛି ଓ ୩୧ ଜଣଙ୍କର କୋଭିଡ୍‌-୧୯ରେ ମୃତ୍ୟୁ ହେଲାଣି। ୯୧୧ଜଣ ଚିକିତ୍ସାଧୀନ ଥିବାବେଳେ ୨୩୫ଜଣ ଆରୋଗ୍ୟ ହେଲେଣି।
କୁର୍‌ନୁଲ ଏମ୍‌ପି ଡ. ସଞ୍ଜୀବ କୁମାରଙ୍କ ବାପା, ଭାଇଙ୍କ ସମେତ ତାଙ୍କ ପରିବାରର ଅନ୍ୟ ୪ ସଦସ୍ୟଙ୍କଠାରେ କରୋନା ପଜିଟିଭ୍‌ ଥିବା ରବିବାର ପରୀକ୍ଷାରୁ ଜଣାପଡିଛି। ସେମାନଙ୍କୁ କୁର୍‌ନୁଲ ସରକାରୀ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମ୍‌ପି ସଞ୍ଜୀବ କୁମାର ଓ ତାଙ୍କ ସ୍ତ୍ରୀ ଉଭୟ ଡାକ୍ତର। ସେହିପରି ଆନ୍ଧ୍ର ରାଜଭବନର ୪ କର୍ମଚାରୀଙ୍କଠାରେ କରୋନା ଭୂତାଣୁ ଥିବା ରବିବାର ସ୍ପଷ୍ଟ ହୋଇଛି। ଆକ୍ରାନ୍ତଙ୍କ ମଧ୍ୟରେ ରାଜଭବନର ମୁଖ୍ୟ ସୁରକ୍ଷା ଅଧିକାରୀ ଓ ଜଣେ ନର୍ସିଂ ଷ୍ଟାଫ୍‌ ଅନ୍ତର୍ଭୁକ୍ତ। ଶନିବାର ରାଜଭବନକୁ ସୋଡିୟମ ହାଇପୋକ୍ଲୋରାଇଟ୍‌ ଦ୍ୱାରା ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri