ଆନ୍ଧ୍ର ସୀମାରେ ୧୦୦୦ ଲୋକ

ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍‌ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ ସୀମାରେ ମୁତୟନ ଥିବା ପୋଲିସ ସେମାନଙ୍କୁ ଆନ୍ଧ୍ରପ୍ରଦେଶ ଭିତରେ ପୂରାଇ ଦେଉନି। ଲକ୍‌ଡାଉନ୍‌ ଯୋଗୁ ରାଜ୍ୟ ସୀମାକୁ ସିଲ୍‌ କରିଦିଆଯାଇଥିବାରୁ କୌଣସି ଗାଡ଼ି କିମ୍ବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ ବୋଲି ସ୍ଥାନୀୟ ଡିଏସ୍‌ପି ରମଣ ମୂର୍ତ୍ତି କହିଛନ୍ତି। ଅଟକି ରହିଥିବା ଯାତ୍ରୀଙ୍କ ପାଖରେ ପାଣି କି ଖାଦ୍ୟ ନ ଥିବାରୁ ସେମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଧିକାଂଶ ଛାତ୍ରୀଛାତ୍ର ଅଛନ୍ତି। ଲକ୍‌ଡାଉନ ଯୋଗୁ ତେଲଙ୍ଗାନା ସରକାର ସେମାନଙ୍କୁ ହଷ୍ଟେଲ ଖାଲି କରି ଚାଲିଯିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri