Posted inଜାତୀୟ

ଆପରାଧିକ ମାମଲାରେ ସମ୍ପୃକ୍ତି ଅଭିଯୋଗରେ ପିଏଫ୍‌ଆଇର ୨୫ ସଦସ୍ୟ ଗିରଫ

ଲକ୍ଷ୍ନୌ,୧।୧: ଉତ୍ତରପ୍ରଦେଶ ପୋଲିସ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ(ପିଏଫ୍‌ଆଇ)ର ୨୫ ଜଣ ସଦସ୍ୟଙ୍କୁ ଗିରଫ କରିଛି। ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରୁ ଏମାନଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଉକ୍ତ ସମସ୍ତ ସଦସ୍ୟ ଆପରାଧିକ ମାମଲାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଗିରଫ କରାଯାଇଥିବା ନେଇ ବୁଧବାର ଆଇଜି ପ୍ରବୀଣ କୁମାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବାକୁ ଯାଇ ହୋଇଥିବା ହିଂସାରେ ପିଏଫ୍‌ଆଇର ସଦସ୍ୟଙ୍କ ସମ୍ପୃକ୍ତି ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପିଏଫ୍‌ଆଇ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଉତ୍ତରପ୍ରଦେଶ ସରକାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ। ଆଉ ଚିଠିକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟ ସ୍ବୀକାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri