ଆଫଗାନିସ୍ତାନ ପେସର ଆଲାମ ଏକବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୧ା୭(ପିଟି)- ପେସର ଆଫତାବ ଆଲାମଙ୍କୁ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରୁ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି)ର ଡିସିପ୍ଲିନାରି କମିଟି ଏକବର୍ଷ ଲାଗି ବାସନ୍ଦ କରିଛି। ସେ ଚଳିତ ବିଶ୍ୱକପ୍‌ରେ ଆଇସିସି କୋଡ୍‌ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଥିଲେ। ଏଥିଯୋଗୁ ତାଙ୍କୁ ବିଶ୍ୱକପ୍‌ ମଝିରୁ ସ୍ବଦେଶ ଫେରାଇ ଦିଆଯାଇଥିଲା। ତେବେ ସେତେବେଳେ ବୋର୍ଡ ପକ୍ଷରୁ ତାଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଦିଆଯାଇ ନ ଥିଲା। ଏହାପରେ ତଦନ୍ତ ଲାଗି ଏକ କମିଟି ଗଠନ ହୋଇଥିଲା। ଉକ୍ତ କମିଟି ଆଲାମଙ୍କୁ ବର୍ଷେ ଲାଗି ବାସନ୍ଦ କରିଛି। ଏହି ସମୟରେ ତାଙ୍କୁ ଏସିବି ଚୁକ୍ତିରେ ସାମିଲ କରାଯିବ ନାହିଁ। ବିଶ୍ୱକପ୍‌ରେ ଅଲାମ ସାଉଥାମ୍ପଟନଠାରେ ଅନ୍ତିମ ଥର ପାଇଁ ଭାରତ ବିପକ୍ଷରେ ଖେଳିଥିଲେ। ସେଠାକାର ଟିମ୍‌ ହୋଟେଲରେ ସେ ଜଣେ ମହିଳାଙ୍କ ସହ ଖରାପ ବ୍ୟବହାର କରିଥିଲେ। ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପୂର୍ବରୁ ସେ ୩ ଉଇକେଟ ନେଇ ସାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri