ଆଫଗାନୀସ୍ତାନରେ ସର୍ଚ୍ଚ ଅପରେଶନ୍‌ ଜୋର୍‌ଦାର୍‌: ୧୦ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ,୨୮।୫: ଆଫଗାନୀସ୍ତାନରେ ଆତଙ୍କବାଦୀ ବିରୋଧୀ ସର୍ଚ୍ଚ ଅପରେଶନ୍‌କୁ ଜୋର୍‌ଦାର୍‌ କରାଯାଇଛି। ସ୍ଥାନୀୟ ଫରୟାବ ଅନ୍ତର୍ଗତ ଖ୍ବାଜା ସାବ୍‌ ପୋଶ୍‌ ଜିଲାରେ ସୈନ୍ୟ ବାହିନୀର ଏକ ଅପରେଶନ୍‌ରେ ୧୦ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ତାଲିବାନ ଗଭର୍ନର ଥିବା କୁହାଯାଉଛି। ଏନେଇ ୨୦୯ ଶାହିନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ପୂର୍ବରୁ ଫେବୃୟାରୀରେ ସୈନ୍ୟ ବାହିନୀ ପକ୍ଷରୁ କରାଯାଇଥିବା ଏକ ସର୍ଚ୍ଚ ଅପରେଶନ୍‌ରେ ୨୦ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri