Posted inଖେଳ

ଆଫ୍ରିଦୀଙ୍କ ଘରେ କିମ୍ବଦନ୍ତୀଙ୍କ ରାତ୍ରଭୋଜନ

ଦୋହା,୩୦।୯: ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ କରାଚୀ ସ୍ଥିତ ବାସଭବନରେ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ କ୍ରିକେଟର ମାଇକେଲ ହୋଲ୍ଡିଂଙ୍କ ରାତ୍ରଭୋଜନ କରିଛନ୍ତି। ଏ ନେଇ ଆଫ୍ରିଦୀ ରବିବାର ବିଳମ୍ବିତ ରାତିରେ ଫଟୋ ଟୁଇଟ୍‌ କରିଛନ୍ତି। ହୋଲ୍ଡିଂ, ଆଫ୍ରିଦୀଙ୍କ ସହ ପୂର୍ବତନ ପାକିସ୍ତାନ ଓପନର ସଇଦ ଆନଓ୍ବାର ମଧ୍ୟ ରହିଛନ୍ତି। କିମ୍ବଦନ୍ତୀ ହୋଲ୍ଡିଂଙ୍କ ପାଇଁ ଘରେ ରାତ୍ରଭୋଜନ ଆୟୋଜନ କରିବା ମୋ ପାର୍ଇ ସମ୍ମାନର ବିଷୟ। ଆମ ସହ ଯୋଗଦେଇଥିବା ଆନଓ୍ବାରଙ୍କୁ ମଧ୍ୟ ଧନ୍ୟବାଦ ବୋଲି କ୍ୟାପଶନରେ ଲେଖିଛନ୍ତି। ଏଠାରେ ସୁରକ୍ଷା ନେଇ ମୁଁ ଚିନ୍ତିତ ନୁହେଁ। ନହେଲେ ପାକିସ୍ତାନ ଗସ୍ତ କରି ନ ଥାନ୍ତି। ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରୋତ୍ସାହିତ କରିବା ପାଇଁ ଶ୍ରୀଲଙ୍କା ଦଳ ପାକିସ୍ତାନ ଗସ୍ତ କରିବା ଏକ ଭଲ ପଦକ୍ଷେପ ବୋଲି ହୋଲ୍ଡିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri