Posted inଜାତୀୟ

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା ଦାୟିତ୍ୱ ଦେଇଛନ୍ତି। ସୂଚନାଯୋଗ୍ୟ, ସଂସଦରେ ବିପକ୍ଷ ଆସନରେ ବସିବା ପାଇଁ ୫୫ ଜଣ ସଦସ୍ୟଙ୍କ ଆବଶ୍ୟକତା ରହିଥିବାବେଳେ କଂଗ୍ରେସ ପାଖରେ ୫୨ ଜଣ ସଦସ୍ୟ ଅଛନ୍ତି। ତେବେ ଭାଜପା ପରେ କଂଗ୍ରେସ ଦ୍ୱିତୀୟ ବୃହତ୍ତମ ଦଳ ରହିଛି। ୨୦୧୪ରେ ମଧ୍ୟ କଂଗ୍ରେସ ପାଖରେ ୪୪ ସଦସ୍ୟ ଥିଲେ। ଆବଶ୍ୟକ ସଂଖ୍ୟାଠାରୁ ୧୧ କମ୍‌ ଥିଲେ ମଧ୍ୟ କଂଗ୍ରେସ ବିପକ୍ଷ ଆସନରେ ବସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri