ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଜିଲାରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର କାର୍ଯ୍ୟଗୁଡିକ ତୁରନ୍ତ ସାରିବା ଉପରେ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ବିଶେଷକରି କାର୍ଯ୍ୟଗୁଡିକ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ସେ ଗୁରୁତ୍ୱ ପ୍ରଦାନ କରିଥିଲେ। ଏହି ଯୋଜନାରେ କାର୍ଯ୍ୟ ତ୍ୱରାନ୍ବିତ କରିବାରେ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଗୁଡିକ ଉପରେ ସେ ସନ୍ତୋଷ ବ୍ୟକ୍ତ କରିିଥିଲେ ା ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଡେପୁଟି ସେକ୍ରେଟାରି କୁଳମଣି ମିଶ୍ର ଆବାସ ଯୋଜନାରେ ହିତାଧିକାରୀମାନଙ୍କ ଗୃହଗୁଡିକର


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri