ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଜିଲାରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର କାର୍ଯ୍ୟଗୁଡିକ ତୁରନ୍ତ ସାରିବା ଉପରେ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ବିଶେଷକରି କାର୍ଯ୍ୟଗୁଡିକ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ସେ ଗୁରୁତ୍ୱ ପ୍ରଦାନ କରିଥିଲେ। ଏହି ଯୋଜନାରେ କାର୍ଯ୍ୟ ତ୍ୱରାନ୍ବିତ କରିବାରେ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଗୁଡିକ ଉପରେ ସେ ସନ୍ତୋଷ ବ୍ୟକ୍ତ କରିିଥିଲେ ା ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଡେପୁଟି ସେକ୍ରେଟାରି କୁଳମଣି ମିଶ୍ର ଆବାସ ଯୋଜନାରେ ହିତାଧିକାରୀମାନଙ୍କ ଗୃହଗୁଡିକର


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri