ଆବାସ ଯୋଜନାରୁ ବଁଚିତ୍‌ ଜଗଦିଶ

ଖଡିଆଳ, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କୁସମାଲ ଗଁ। ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପରକୁତ ହିତାଧିକାରୀ ଯୋଜନାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ।
ସୂଚନା ହିସାବେ ଗଁ। ର ଜଗଦିଶ ସାଗରିଆ। ପରିବାର କହେଲେ ମାଏକିନା ଆର ଦୁଇ ଛୋଟ ଛୁଆକୁ ନେଇ ତାକର ସଁସାର। ସେ ଗୁଟେ ଚାଲ ଛପର ଘରେ ରହୁଥିଲେ। ହେଲେ ଗଲା ୩ ମାସତଲେ ହେଇଥିବାର କାଲବଇଶାଖିରେ ତାକର ଘରଟା ଭଂଗି ଯାଇଥିଲା। ଏହେଦେ ଇ ବରଷା ଦିନେ କୁଟୁମଟା କେନ୍‌ନେ ରହିବେ ତାହାକୁ ଭାଲନି ପଡ଼ିଛେ। ଇଆଡ଼େ ଜଗଦିଶ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲାଗି ୬ ମାସ ହେଲା ସରପଁଚ୍‌ ଆର ବିଡିଓକୁଁ ଲେଖିକରି ଦେଇଛନ୍‌। ହେଲେ ଆଏଜ୍‌ତକ ତାହାକୁ କମ୍‌ କରବାର ଲାଗି ଆଦେଶପତର ନୁହେମିଲେ। ଥାନୀୟ ପରଶାସନ ଇ ଦିଗେ ଧିଆନ୍‌ ଦେବାକେ ଜଗଦିଶ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri