ଆବାସ ଯୋଜନାରୁ ବଁଚିତ୍‌ ଜଗଦିଶ

ଖଡିଆଳ, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କୁସମାଲ ଗଁ। ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପରକୁତ ହିତାଧିକାରୀ ଯୋଜନାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ।
ସୂଚନା ହିସାବେ ଗଁ। ର ଜଗଦିଶ ସାଗରିଆ। ପରିବାର କହେଲେ ମାଏକିନା ଆର ଦୁଇ ଛୋଟ ଛୁଆକୁ ନେଇ ତାକର ସଁସାର। ସେ ଗୁଟେ ଚାଲ ଛପର ଘରେ ରହୁଥିଲେ। ହେଲେ ଗଲା ୩ ମାସତଲେ ହେଇଥିବାର କାଲବଇଶାଖିରେ ତାକର ଘରଟା ଭଂଗି ଯାଇଥିଲା। ଏହେଦେ ଇ ବରଷା ଦିନେ କୁଟୁମଟା କେନ୍‌ନେ ରହିବେ ତାହାକୁ ଭାଲନି ପଡ଼ିଛେ। ଇଆଡ଼େ ଜଗଦିଶ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲାଗି ୬ ମାସ ହେଲା ସରପଁଚ୍‌ ଆର ବିଡିଓକୁଁ ଲେଖିକରି ଦେଇଛନ୍‌। ହେଲେ ଆଏଜ୍‌ତକ ତାହାକୁ କମ୍‌ କରବାର ଲାଗି ଆଦେଶପତର ନୁହେମିଲେ। ଥାନୀୟ ପରଶାସନ ଇ ଦିଗେ ଧିଆନ୍‌ ଦେବାକେ ଜଗଦିଶ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri