ଆବାସ ଯୋଜନା ପାଇଁ କଲ ସେଣ୍ଟର

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଏଣିକି ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନା ପାଇଁ କଲ ସେଣ୍ଟର ପ୍ରତିଷ୍ଠାହେବ। ପ୍ରତି ଜିଲାରେ କଲ ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି। ଏ ନେଇ ସବୁ ଜିଲାର ପିଡି ଡିଆର୍‌ଡିଏଙ୍କୁ ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଚିଠି ଲେଖାଯାଇଛି। ହିତାଧିକାରୀଙ୍କୁ ଯାବତୀୟ ସୁବିଧା ଦେବାକୁ ଏହି କଲ ସେଣ୍ଟର କରାଯାଇଛି। ଦୈନିକ କଲ୍‌ ସେଣ୍ଟରରୁ ହିତାଧିକାରୀଙ୍କ ନିକଟରୁ ଟେଲିଫୋନ୍‌ ଯିବ। କେହି ହଇରାଣ କରୁଛନ୍ତି କି, କେହି ଟଙ୍କା ମାଗୁଛନ୍ତି କି ବୋଲି କର୍ମଚାରୀମାନେ ପଚାରିବେ। ଦୈନିକ ଅତି କମ୍‌ରେ ୫୦ଟି ଟେଲିଫୋନ କଲ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା

ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri