Posted inଖେଳ

ଆବୁଧାବି ଗ୍ରାଁ ପ୍ରି: ହାମିଲଟନ ଚାମ୍ପିୟନ

ଆବୁଧାବି, ୨।୧୨ (ଏଏଫିପି)- ମର୍ସିଡିଜ ଡ୍ରାଇଭର ବ୍ରିଟେନର ଲୁଇସ୍‌ ହାମିଲଟନ ଏଠାରେ ଅନୁଷ୍ଠିତ ଆବୁଧାବି ଗ୍ରାଁ ପ୍ରି ଫର୍ମୁଲା-୧ ରେସ୍‌ରେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ବର୍ଷର ଶେଷ ଗ୍ରାଁ ପ୍ରିର ଫାଇନାଲ ରେସ୍‌ରେ ସେ ୧:୩୪:୦୫.୭୧୫ ମିନିଟ ସମୟ ନେଇ ଶୀର୍ଷ ସ୍ଥାନରେ ରହିବା ସହ ଟାଇଟଲ ଜିତିଛନ୍ତି। ଏଥିସହିତ ୩୪ ବର୍ଷିୟ ହାମିଲଟନ କ୍ୟାରିୟରର ୮୪ତମ ବିଜୟ ହାସଲ କରିଛନ୍ତି। ଚଳିତ ବର୍ଷ ଅନୁଷ୍ଠିତ ୨୧ଟି ରେସ୍‌ରେ ଅଂଶଗ୍ରହଣ କରି ସର୍ବାଧବକ ୧୧ତମ ଟାଇଟଲ ଜିତିଛନ୍ତି। ରେକର୍ଡ ୮୮ତମ ପୋଲ ପୋଜିସନରୁ ସେ ରେସ୍‌ ଆରମ୍ଭ କରି ସମସ୍ତଙ୍କୁ ପଛରେ ପକାଇଥିଲେ। ତାଙ୍କ ଠାରୁ ୧୭ ସେକେଣ୍ଡ ଅଧିକ ସମୟ ନେଇ ରେଡବୁଲର ମାର୍କ୍ସ ଭେର୍ଷ୍ଟାପ୍ପେନ ଦ୍ୱିତୀୟ ସ୍ଥାନରେ ରହିଥିଲେ। ସେହିପରି ୪୩ ସେକେଣ୍ଡରୁ ଅଧିକ ସମୟ ନେଇ ଫେରାରି ଡ୍ରାଇଭର ଚାଲର୍‌ସ ଲେକ୍ଲେର୍କ ତୃତୀୟ ସ୍ଥାନାରେ ରହି ଅଭିଯାନ ଶେଷ କରିଛନ୍ତି। ସେହିପରି ଫିନଲାଣ୍ଡର ମର୍ସିଡିଜ ଡ୍ରାଇଭର ଭାଲଟାରୀ ବୋଟ୍ଟାସ ଚତୁର୍ଥ ଓ ଫେରାରିର ସେବାଷ୍ଟିଆନ ଭେଟେଲ ପଞ୍ଚମ ସ୍ଥାନରେ ରହି ଅଭିଯାନ ଶେଷ କରିଛନ୍ତି। ୬ଥର ବିଶ୍ୱ ଟାଇଟଲ ଜିତିଥିବା ହାମିଲଟନ ମୋଟ ୨୬ ପଏଣ୍ଟ ଅର୍ଜନ କରିଛନ୍ତି। ଉଲ୍ଲେଖଥାଉ କି, ପୂର୍ବରୁ ମାଇକେଲ ସୁମାକର ହାମିଲଟନଙ୍କଠାରୁ ଅଧିକ ୭ଟି ବିଜୟ ହାସଲ କରି ୯୧ଟି ଟାଇଟଲ ଜତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri