‘ଆଭିଗନ୍‌’ ଔଷଧ କରୋନା ମୁକାବିଲାରେ ହେବ ସହାୟକ: ଭାରତୀୟ ଡାକ୍ତର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ସାରା ପୃଥିବୀରେ ଏହାର ମୁକାବିଲା ପାଇଁ ଔଷଧ ପ୍ରସ୍ତୁତିରେ ବୈଜ୍ଞାନିକମାନେ ଦିନରାତି ଗବେଷଣା ଜାରି ରଖିଛନ୍ତି। ତେବେ ଭାରତୀୟ ଡାକ୍ତର ପ୍ରଫେସର ନାରାୟଣ ଋଷି କରୋନା ସଂକ୍ରମିତଙ୍କୁ ସୁସ୍ଥ କରିବାରେ ‘ଆଭିଗନ୍‌’ ଔଷଧ ବେଶ୍‌ ସଫଳ ରହିଥିବା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ସଂକ୍ରମିତଙ୍କୁ ଦିଆଯାଇଥିବା ଔଷଧ ସାର୍ସ ଭୂତାଣୁ କ୍ଷେତ୍ରରେ ବେଶ୍‌ ସଫଳ ରହିଥିଲା। ଏବେ କରୋନା ସଂକ୍ରମିତଙ୍କୁ ଏହା ଦ୍ୱାରା ବେଶ୍‌ ସୁଫଳ ମିଳିପାରିଥିବା ସେ କହିଛନ୍ତି। କରୋନା ପାଇଁ ନିଦ୍ଦିଷ୍ଟ ଭାବେ କୌଣସି ଔଷଧ ପ୍ରସ୍ତୁତ ନ ହୋଇ ଥିଲେ ବି ଆନୁମାନିକ ଭାବେ ଏହାର ପ୍ରୟୋଗ କରାଯାଉଛି। ସାର୍ସ ଏବଂ କରୋନା ଉଭୟ ଗୋଟିଏ ପ୍ରକାରର ଭୂତାଣୁ। କେବଳ ସଂରଞ୍ଚନାରେ କିଛି ଫରକ ରହିଥିବା ସେ ସୂଚନା ଦେଇଛନ୍ତି। ସେହିପରି ତାପମାତ୍ରା ବଢ଼ିବା ସହିତ କରୋନା ଆତଙ୍କ ଧୀରେଧୀରେ କମିବାର ସମ୍ଭାବନା ଥିବ ସେ କହିଛନ୍ତି। କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଋଷି କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ଏଭଳି କୌଣସି ସଫଳତା ମିଳି ନାହିଁ, ତେବେ ଖୁବ୍‌ ଶୀଘ୍ର କରୋନା କବଳରୁ ସାରା ପୃଥିବୀ ମୁକ୍ତ ହେବାର ଆଶା ରହିଛି। ଋଷିଙ୍କ ଏଭଳି ମନ୍ତବ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri